ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୦।୬: ରାଜ୍ୟରେ ଏବେ କୋଭିଡ୍ ସଂକ୍ରମଣ ଧୀରେ ଧୀରେ ବଢୁଛି । ଭୟଙ୍କର ସ୍ଥିତି ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି କହିଛନ୍ତି, ନିଜର ସୁରକ୍ଷା ନିଜେ ନିଅନ୍ତୁ । ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ । ଭିଡ ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ ।

nis-ad
Leave A Reply

Your email address will not be published.