କଟକ କିଶୋରନଗର ଥାନା ପରିସରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ: କିଶୋରନଗର ଥାନା ପରିସରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ଶରୀରରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ ବେଳେ ପୋଲିସ ଓ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରିଛନ୍ତି ।

ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ନାଁ ଗୁଣନିଧି ବିଶୋୟୀ ।

ଘର ଇଶାନି ବରାହମ୍‌ପୁରରେ । ନିଜର ଜମିବାଡ଼ି ସମସ୍ୟାର ସମାଧାନ ପାଇଁ ବାରମ୍ବାର ଦୌଡ଼ି ସୁଫଳ ନପାଇବାରୁ ସେ ହତାଶ ହୋଇ ପଡ଼ିଥିଲେ । ତାଙ୍କ ଶରୀରର ୮୦ ପ୍ରତିଶତ ଅଂଶ ପୋଡ଼ି ଯାଇଛି ।

nis-ad
Leave A Reply

Your email address will not be published.