ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା

ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଆସନ୍ତା ୨୭ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.