ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଧର୍ମଗଡ : ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗ କିରାଣୀ । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ୍ ଶିକ୍ଷା ବିଭାଗର ମୁଖ୍ୟ କିରାଣୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ୧୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି ।

ଅବସରପ୍ରାପ୍ତ ଶିକ୍ଷକଙ୍କର ଜିପିଏଫ୍ ଟଙ୍କା କରାଇଦେବାକୁ ଲାଞ୍ଚ ନେଉଥିଲେ ।

nis-ad
Leave A Reply

Your email address will not be published.