ଦୁବାଇ ବିଜନେସ ମିଟ୍‌ରେ ଯୋଗ ଦେବେ ଓଡ଼ିଶାର ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର: ଓଡ଼ିଶାର ୨ ନେତା ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ ମିଟ୍‌ରେ ଯୋଗ ଦେବେ । ଖାଦ୍ୟଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ବିଧାୟକ ଦେବୀ ମିଶ୍ର ପୂର୍ବରୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ସହ ବିଜନେସ ମିଟ୍‌ରେ ଯୋଗଦେବେ । ଏ ନେଇ ସେମାନେ ସୋମବାର ସକାଳୁ ଭୁବନେଶରରୁ ଦିଲ୍ଲୀ ବାହାରିଥିଲେ।

nis-ad
Leave A Reply

Your email address will not be published.