ପୁରୀ ରଥଯାତ୍ରା ପାଇଁ ୨୦୫ ସ୍ୱତନ୍ତ୍ର ଟ୍ରେନ୍ ଚାଲିବ

ଭୁବନେଶ୍ବର : ପୁରୀ ରଥଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଗମନାଗମନ ସୁବିଧା ପାଇଁ ପୁରୀକୁ ୨୦୫ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରାଳୟ ଯୋଜନା କରିଛି । କରୋନା ଯୋଗୁଁ ଗତ ଦୁଇ ବର୍ଷ ହେଲା ତୀର୍ଥଯାତ୍ରୀଙ୍କ ବିନା ରଥଯାତ୍ରା ଆୟୋଜିତ ହୋଇଥିଲା। ଚଳିତ ବର୍ଷ ପୁରୀରେ ବହୁ ତୀର୍ଥଯାତ୍ରୀ ଏକାଠି ହେବେ ବୋଲି ରେଳବାଇ ଆକଳନ କରୁଛି।

nis-ad
Leave A Reply

Your email address will not be published.