ବଡମ୍ବା ରେଞ୍ଜର ଗୋଟିଏ ସେକ୍ସନରୁ ମିଳିଛି ସବୁ ହାତୀ କଙ୍କାଳ : ପିସିସିଏଫ୍

ଭୁବନେଶ୍ବର : ବଡମ୍ବା ରେଞ୍ଜର ଗୋଟିଏ ସେକ୍ସନରୁ ସବୁ ହାତୀ କଙ୍କାଳ ମିଳିଛି ବୋଲି ପିସିସିଏଫ ଶଶୀ ପଲ୍ ସୂଚନା ଦେଇଛନ୍ତି । ସେ କହିଛନ୍ତି ଘଟଣା ପରେ ୨ ଜଣ ଫରେଷ୍ଟର ଫେରାର ଅଛନ୍ତି । ସୋମବାର ଉଚ୍ଚସ୍ତରୀୟ ତଦନ୍ତ କମିଟି ଉପସ୍ଥିତିରେ ଆଉ ଗୋଟିଏ ହାତୀର କଙ୍କାଳ ମିଳିଛି ।

nis-ad
Leave A Reply

Your email address will not be published.