ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି ନେତାମାନେ ବିଭିନ୍ନ ସମସ୍ୟା ଉପରେ ମାନସ ମନ୍ଥନ କରିଛନ୍ତି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ବରିଷ୍ଠ ନେତାମାନେ ବୈଠକରେ ଯୋଗ ଦେଇଥିଲେ । ୨୦୨୪ ପାଇଁ ଖସଡ଼ା ପ୍ରସ୍ତୁତି ସହ ରଣନୀତି ପ୍ରସ୍ତୁତ ହୋଇଛି ।

nis-ad
Leave A Reply

Your email address will not be published.