ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଦୁଃଖ ପ୍ରକାଶ କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ

ଭୁବନେଶ୍ବର: ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । ସେ କହିଛନ୍ତି ଯେ, ଏହା ଏକ ସମ୍ବେଦନଶୀଳ ଘଟଣା । ଘଟଣାର ପୁଲିସ ତଦନ୍ତ କରୁଛି। ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ରୋହିତ ଟ୍ବିଟ କରି ସୂଚନା ଦେଇଛନ୍ତି।

nis-ad
Leave A Reply

Your email address will not be published.