ବାଇକକୁ ଧକ୍କା ଦେଲା ଟ୍ରକ, ଶିଶୁ ସମେତ ୪ ଜଣଙ୍କର ମୃତ୍ୟୁ

କୋମନା: ନୂଆପଡା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ୩୫୩ ନମ୍ବର ଜାତୀୟ ରାଜପଥ କୃଷ୍ଣା ଛକଠାରେ ଏକ ବଡଧରଣର ସଡକ ଦୁର୍ଘଟଣା ଘଟିଛି । ବାଇକ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ବାଇକରେ ଯାଉଥିବା ପାଞ୍ଚ ଜଣଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ହୋଇଯାଇଛି |

ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କୋମନା ସ୍ବାସ୍ଥ୍ୟକେନ୍ଦ୍ରରେ ଜଣଙ୍କର ମୃତ୍ୟୁ ହୋଇଯାଇଛି ।

nis-ad
Leave A Reply

Your email address will not be published.