ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି : କୃଷି ମନ୍ତ୍ରୀ

ଭୁବନେଶ୍ବର    ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ପ୍ରଶ୍ନକାଳରେ ଖୁସି ପ୍ରକାଶ କଲେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ସେ କହିଛନ୍ତି, ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି ।

ତେଣୁ ଆଜି ଗୋଟେ ଖୁସି ଦିନ ବୋଲି ରଣେନ୍ଦ୍ର କହିଛନ୍ତି । ଯେଭଳି କୋଭିଡ୍ ସମୟରେ କେହି ଭୋକିଲା ରହିବେନି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଥିଲେ । ମାଗଣାରେ ଚାଉଳ ଯୋଗାଇ ଦିଆଯାଇଥିଲା ବୋଲି ମନ୍ତ୍ରୀ କହିଛନ୍ତି ।

nis-ad
Leave A Reply

Your email address will not be published.