ପୁଣି ମହଙ୍ଗା ମାଡ଼, ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: ପୁଣି ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼ । ଗତ କିଛି ଦିନର ବ୍ୟବଧାନ ପରେ ଘରୋଇ ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପାଇଛି । ଫଳରେ ସାଧାରଣ ଜନତା ମହଙ୍ଗା ମାଡ଼ର ସମ୍ମୁଖିନ ହେବେ । ୧୪.୨ କେଜି ଏଲପିଜି ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ୫ କେଜିର ଛୋଟ ସିଲିଣ୍ଡରର ଦାମ ୧୮ଟଙ୍କା ବୃଦ୍ଧି କରାଯାଇଛି ।

nis-ad
Leave A Reply

Your email address will not be published.