ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପଢ଼ୁଆଲ

ପୁରୀ: ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଆଜି ଦର୍ଶନ କରିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପଢୁଆଲ୍ । ଆଜି ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ଓ ସାନିଧ୍ୟ ଲାଭ କରି ସେ ବେଶ୍ ଖୁସି ବୋଲି ମତବ୍ୟକ୍ତ କରିଥିଲେ । ତେବେ ପୁରୀରେ ଏକ ଭଜନ ସମାରୋହରେ ଅନୁରାଧା ଯୋଗ ଦେବାର କର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

nis-ad
Leave A Reply

Your email address will not be published.