ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ଭାବେ ଆଜି ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି । ତାଙ୍କ ଉପରେ ବିଶ୍ବାସ ରଖିଥିବାରୁ ମାନସ ମଙ୍ଗରାଜ ଦଳ ସୁପ୍ରିମୋଙ୍କୁ ଜଣାଇଲେ ଅଶେଷ ଧନ୍ୟବାଦ ।

nis-ad
Leave A Reply

Your email address will not be published.