ନୂଆପଡା ପାଟଧରା ଜଙ୍ଗଲ ଭିତରୁ ମାଓ କ୍ୟାମ୍ପ ଠାବ

ନୂଆପଡା ୯।୭: ପଡୋଶୀ ଛତିଶଗଡ଼ ସୀମାନ୍ତ ପାଟଧରା ସଂରକ୍ଷିତ ଜଙ୍ଗଲରୁ ନୂଆପଡା ପୋଲିସ ଏସଓଜି, ଡିଭିଏଫ ଓ ସିଆରପିଏଫ ଜବାନଙ୍କ ସହାୟତାରେ ମାଓ କ୍ୟାମ୍ପ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ନୂଆପଡା ଏସପି ପ୍ରତ୍ୟୁଷ ଦିୱାକର ସୂଚନା ଦେଇଛନ୍ତି ।

nis-ad
Leave A Reply

Your email address will not be published.