ଦ୍ୱିତୀୟ ଶ୍ରୀକ୍ଷେତ୍ର ବାହୁଡାଯାତ୍ରାର ପ୍ରଥମଦିନରେ ଲକ୍ଷାଧିକ ଭକ୍ତଙ୍କ ସମାଗମ

ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଖ୍ୟାତ ବାରିପଦାର ଶ୍ରୀଶ୍ରୀହରିବଳଦେବଜିଉଙ୍କ ବାହୁଡାଯାତ୍ରାର ପ୍ରଥମ ଦିନରେ ଲକ୍ଷାଧିକରୁ ଉଦ୍ଧ୍ୱର୍ ଭକ୍ତଙ୍କ ସମାଗମରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ଦେବୀ ଶୁଭଦ୍ରାଙ୍କ ଦର୍ପଦଳନ ରଥ ଟାଉନଥାନା ନିକଟରେ ପହଞ୍ଚିଛି । ବାହୁଡାଯାତ୍ରାର ପ୍ରଥମଦିନରେ ସକାଳୁ ସକାଳୁ ବଡଦାଣ୍ଡକୁ ଭକ୍ତଙ୍କ ସୁଅଛୁଟିଥିଲା ।

nis-ad
Leave A Reply

Your email address will not be published.