ମା’ ତାରାତାରିଣୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ବ୍ରହ୍ମପୁର: ଗଞ୍ଜାମ ଗସ୍ତରେ ଆସିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀ ଦର୍ଶନ କରିଛନ୍ତି। 

ରବିବାର ସକାଳ ୭ଟା ୩୦ରେ କେନ୍ଦ୍ରମନ୍ତ୍ରୀ ତାରାତାରିଣୀ ଦର୍ଶନ ପାଇଁ ବାହାରିଥିଲେ ।ସେଠାରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀ ଦର୍ଶନ କରିଥିଲେ।

nis-ad
Leave A Reply

Your email address will not be published.