ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୮୨ ଜଣ, କଟକରୁ ୭୦ ଜଣ, ମୟୁରଭଞ୍ଜରୁ ୧୧ଜଣ ସୁସ୍ଥ ହୋଇଥିବା ବେଳେ ନୟାଗଡ଼ରୁ ୬, ଯାଜପୁରରୁ ୪ , ବାଲେଶ୍ୱର, େsକନ୍ଦ୍ରାପଡ଼ା,ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି।

nis-ad
Leave A Reply

Your email address will not be published.