ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଆକ୍ଷେପକୁ ନେଇ ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ବର: ଆଜି ବିଧାନସଭାରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଅକ୍ଷେପକୁ ନେଇ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଧାର୍ଯ୍ୟ ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକାଳ ଆରମ୍ଭ ହେବା କ୍ଷଣି ବିରୋଧୀ କଂଗ୍ରେସ ଓ ବିଜେପି ସଭ୍ୟ ଗୃହ ମଝିରେ ହଟଗୋଳ କରିଥିଲେ।

ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଦିବାସୀ ବିରୋଧୀ ବୋଲି କଂଗ୍ରେସ ନେତା ଅଜୟ କୁମାର ବିବାଦୀୟ ମନ୍ତବ୍ୟ ଦେଇଥିଲେ।

nis-ad
Leave A Reply

Your email address will not be published.