କଟକ ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆସନ୍ତା ଅଗଷ୍ଟ ୮ ତାରିଖରେ ଦୁଇ ଦିନିଆ ଗସ୍ତରେ କଟକ ଆସିବେ ।

ଜବାହରଲାଲ ନେହରୁ ଇନ୍‌ଡୋର ଷ୍ଟାଡିୟମରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ୭୫ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଉଦ୍‌ଘାଟନ କରିବେ। ଏକ ଖବରଦାତା ସମ୍ମିଳନୀରେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଏହି ସୂଚନା ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

nis-ad
Leave A Reply

Your email address will not be published.