ରାଷ୍ଟ୍ରପତି ନିର୍ବାଚନ: ଦିଲ୍ଲୀରେ ଭୋଟ ଦେଲେ ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ

ନୂଆଦିଲ୍ଲୀ/ ଭୁବନେଶ୍ବର: ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ ଆଜି ମଧ୍ୟାହ୍ନ ୧୨ଟାରେ ସଂସଦ ଭବନରେ ଥିବା ବିଜେଡି ସଂସଦୀୟ ପାର୍ଟି ଅଫିସରେ ଏକାଠି ହୋଇଥିଲେ। ଏହାପରେ ସେମାନେ ଓଡ଼ିଶାର ଝିଅ ତଥା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ମତଦାନ କରିବାକୁ ଯାଇଥିଲେ।

nis-ad
Leave A Reply

Your email address will not be published.