ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର:  ରାଷ୍ଟ୍ରପତି ପଦ ଲାଗି ଚାଲିଛି ଭୋଟିଂ । ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି ବିରୋଧୀ ଦଳଙ୍କ ପ୍ରାର୍ଥୀ ଯଶଓ୍ଵନ୍ତ ସିହ୍ନା। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟଗ୍ରହଣ । ଏଥିଲାଗି ଉଭୟ ସଂସଦ ଓ ରାଜ୍ୟର ବିଧାନସଭାଗୁଡିକରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠକୁ ବୁଥ୍‌ କେନ୍ଦ୍ର କରାଯାଇଛି ।

nis-ad
Leave A Reply

Your email address will not be published.