ଭୁବନେଶ୍ୱର: ବିଜେପି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବିରେ ମଙ୍ଗଳବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ପୋଲିସ ଓ ନବନିର୍ମାଣ ଯୁବଛାତ୍ର ସଂଗଠନ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସଙ୍ଗଠନର ଶତାଧୀକ କର୍ମକର୍ତ୍ତା ପିକେଟିଂ କରୁଥିବା ବେଳେ ସେମାନଙ୍କର ପୋଲିସ ସହ ଧସ୍ତାଧସ୍ତି ହୋଇଛି।
Sign in
Sign in
Recover your password.
A password will be e-mailed to you.