ରାଉରକେଲା : ରାଉରକେଲା ମହାନଗରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ମାସ୍କ ବାଧ୍ୟତାମୂଳକ ନେଇ କମିଶନର ଶୁଭଙ୍କର ମହାପାତ୍ରଙ୍କ ସୂଚନା । ସର୍ବସାଧାରଣ ସ୍ଥାନ ଓ ଦୋକାନ ବଜାର ଯିବା ବେଳେ ମାସ୍କ ପିନ୍ଧିବା କୁ ପରାମର୍ଶ ଦିଆଯାଇଛି । ପ୍ରଥମେ ଲୋକମାନଙ୍କୁ ସଚେତନ କରାଯିବ କହିଲେ କମିଶନର । ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଉଛି ।
Sign in
Sign in
Recover your password.
A password will be e-mailed to you.