ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ବର: ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌। ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଦୁଇ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।

ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇ ଚର୍ଚ୍ଚାରେ ଥିଲେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ ।

nis-ad
Leave A Reply

Your email address will not be published.