ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ ୩୦।୦୭ : ଅଗଷ୍ଟ ୧ ତାରିଖରେ ଖୋଲିବ ଜାତୀୟ ଉଦ୍ୟାନ ଭିତରକନିକା । ଗତ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା ।ଗତ ମେ ୧ ତାରିଖରୁ କୁମ୍ଭୀର ପ୍ରଜନନ ଋତୁ ପାଇଁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବ ନେଇ ସୂଚନା ଦେଲେ ରାଜନଗର ବନ ଖଣ୍ଡ ଅଧିକାରୀ ।

nis-ad
Leave A Reply

Your email address will not be published.