ବଜ୍ରପାତ ସହ ବର୍ଷା ସମ୍ଭାବନା, ୨୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣି

ଭୁବନେଶ୍ବର, ୩୧।୭ ଉପକୁଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୨୩ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଆଞ୍ଚଳିକ ପାଣିପାଗ ବିଭାଗ ଜାରି କରିଛି । ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେ଼ଙ୍କାନାଳ, କେଉଁଝର, ଦେବଗଡ଼ , ସୋନପୁର, ବୌଦ୍ଧ, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର , କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ ଗଜପତି ।

nis-ad
Leave A Reply

Your email address will not be published.