୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ବର: ଅଗଷ୍ଟ ୫ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ୬ ତାରିଖରେ ବର୍ଷା ଆହୁରି ବଢିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା । ଦକ୍ଷିଣ ମୁହାଁ ନିମ୍ନଚାପ ରେଖା ପ୍ରଭାବରେ ୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୫ ତାରିଖରେ ୧୦ଟି ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇଛି ।

ସେହିପରି ୬ ତାରିଖରେ ୫ଟି ଜିଲ୍ଲାରେ ଅତି ପ୍ରବଳ ଓ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ହିମାଳୟ ପାଦଦେଶରୁ ସ୍ୱାଭାବିକ ଅବସ୍ଥାକୁ ମୌସୁମୀ ଫେରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

nis-ad
Leave A Reply

Your email address will not be published.