ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ , ବୋମାମାଡରେ ଜଣେ ଆହତ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଂଚଳରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ବୋମାମାଡରେ ଜଣେ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଗୋଷ୍ଠୀ ସଂଘର୍ଷରୁ ବୋମାମାଡ ହୋଇଛି ।

ବୋମାମାଡରେ ଜଣେ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆହତ ବ୍ୟକ୍ତି ହେୁଚନ୍ତି ସୁମନ୍ତ ପ୍ରଧାନ ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.