ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ବ୍ୟକ୍ତି ଯିଏ ସଂସଦରେ ଆଜି ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ପ୍ରଦାନ କରିଛନ୍ତି । NDA ପ୍ରାଥୀ ଧନଖର ଏବଂ ମାର୍ଗାରେଟ୍‌ଙ୍କ ମଧ୍ୟରେ ନିର୍ବାଚନ ହେଉଛି ।

ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଭୋଟ ଗ୍ରହଣ କରାଯିବ । ଲୋକସଭା ସାଂସଦ, ରାଜ୍ୟସଭା ସାଂସଦ ଏମିତି ନୋମିନେଟେଡ୍‌ ସଦସ୍ୟ ମଧ୍ୟ ଏହି ନିର୍ବାଚନରେ ନିଜର ମତ ସାବ୍ୟସ୍ତ କରିପାରିବେ । ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ୍‌ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ସାମିଲ ହେବେ । ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ ।

nis-ad
Leave A Reply

Your email address will not be published.