କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କଲେ ଅମିତ ଶାହ

କଟକ: ନେତାଜୀ ଜନ୍ମସ୍ଥାନରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କଡ଼ା ସୁରକ୍ଷା ବଳୟ ମଧ୍ୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ନେତାଜୀ ସଂଗ୍ରହାଳୟ ବୁଲିଛନ୍ତି ଶାହ । ତେବେ ଏହି ଗସ୍ତ ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନେତାଜୀ ସଂଗ୍ରହାଳୟରେ ପହଞ୍ଚିଛନ୍ତି । ଶାହଙ୍କ ଏହି ଗସ୍ତରେ ୩୦ ପ୍ଲାଟୁନ ଫୋର୍ସ ସହ କେନ୍ଦ୍ରୀୟ ସୁରକ୍ଷା ବଳୟ ମଧ୍ୟ ରହିଛନ୍ତି ।

nis-ad
Leave A Reply

Your email address will not be published.