ପୁରୀ ଜିଲ୍ଲାରେ ଆଉ ଦୁଇଦିନ ସ୍କୁଲ ବନ୍ଦ

ପୁରୀ ଜିଲ୍ଲାରେ ଆଉ ୨ଦିନ ସ୍କୁଲ ବନ୍ଦ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏନେଇ ସୂଚନା ଦେଇଛନ୍ତି । ଆସନ୍ତା ୧୯ ଓ ୨୦ ତାରିଖ ଦୁଇ ଦିନ ସ୍କୁଲ ବନ୍ଦ ରହିବ । ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ।

ଏବେ ପୁଣି ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହୋଇଥିବା କାରଣରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

nis-ad
Leave A Reply

Your email address will not be published.