କେନ୍ଦୁଝର ବଡ଼ବିଲ ଶାରଦା ମାଇନ୍ସ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ

ବଡ଼ବିଲ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଶାରଦା ମାଇନ୍ସ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଶାରଦା ମାଇନ୍ସ ଉପରେ ଅତର୍କିତ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର । ବେଆଇନ୍‌ ଖଣି କାରବାର ନେଇ ଚଢାଉ ହୋଇଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଶାରଦା ମାଇନ୍ସ ନାଁ ବେଆଇନ୍‌ ଖଣିଜ କାରବାର ନେଇ ପୂର୍ବରୁ ଅଭିଯୋଗ ରହିଥିଲା ।

ଏନେଇ ସୋମବାର ବଡ଼ବଲିରେ ଥିବା ଖଣି କାର୍ଯ୍ୟାଳୟ ସହିତ ସୟାବାଲି ସ୍ଥିତ କଲୋନୀରେ ଚଢାଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏକାସାଙ୍ଗେ ୩ଟି ସ୍ଥାନରେ ଇଡି ଚଢାଉ କରୁଥିବା ସୂଚନା ।

nis-ad
Leave A Reply

Your email address will not be published.