ନବନିଯୁକ୍ତ ଅଣଶିକ୍ଷକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ୩୩୪ ଅଣଶିକ୍ଷକ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି ।

ଲୋକସେବକ ଭବନ କନଭେନସନ କେନ୍ଦ୍ରରେ ଗୁରୁବାର ଆୟୋଜିତ କାର୍ଯ୍ୟକ୍ରମରେ ନବନିଯୁକ୍ତ ବିଜ୍ଞାନାଗାର ସହାୟକ, କନିଷ୍ଠ ପାଠାଗାର ଅଧିକାରୀ ଏବଂ ଶାରୀରିକ ଶିକ୍ଷା ପ୍ରଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଦିଗଦର୍ଶନ ଦେଇଛନ୍ତି । ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ବେଳେ ୫-ଟି ସଚିବ ଭି.କେ ପାଣ୍ଡଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

nis-ad
Leave A Reply

Your email address will not be published.