କାଲି ଉପକୂଳ ଛୁଇଁବ ଅବପାତ

ଭୁବନେଶ୍ୱର : ଲଘୁଚାପ ଜନିତ ବର୍ଷା ନେଇ ଆଇଏମଡି ଡିଜି ମୃତ୍ୟୁଂଜୟ ମହାପାତ୍ରଙ୍କ ସୂଚନା ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଭାବେ ଉପକୂଳ ଛୁଇଁବା ସମ୍ଭାବନା । ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ବାବନା । ପ୍ରଭାବରେ ଆଜି ଓ ଆସନ୍ତାକାଲି ସାରା ଓଡିଶାରେ ବର୍ଷା ହେବ । ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.