ରାଜଧାନୀରେ ବିଚ୍‌ ରାସ୍ତାରେ ଫଳ ଦୋକାନୀଙ୍କୁ ଖଣ୍ଡାରେ ହାଣିଲେ

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ବର ଅନ୍ତର୍ଗତ ଭରତପୁର ଅଞ୍ଚଳରେ ବିଚ୍ ରାସ୍ତାରେ ଖଣ୍ଡାରେ ଆକ୍ରମଣ ହୋଇଛି । ଫଳ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ କିଛି ଦୁର୍ବୃତ୍ତ ହାଣିଥିବା ଜଣାପଡ଼ିଛି । ଫଳରେ ସେ ଗୁରୁତର ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଥି ସହିତ ୪ ଜଣ ଦୁର୍ବୃତ୍ତଙ୍କୁ ଭରତପୁର ଥାନା ପୋଲିସ ଧରିଥିବା ସୂଚନା ମିଳିଛି ।

nis-ad
Leave A Reply

Your email address will not be published.