ସ୍ୱାମୀକୁ ଟାର୍ଗେଟ୍ ବେଳେ ସାମ୍ନାକୁ ଚାଲି ଆସିଲେ ସ୍ତ୍ରୀ, ଗୁଳିମାଡରେ ଚାଲିଗଲା ଜୀବନ

ନୂଆପଡ଼ା : ନୂଆପଡ଼ା କୋମନା ଥାନା ଠୁଟିବର ଗାଁରେ ଗୁଳିକାଣ୍ଡ । ଜଣେ ମହିଳା ମୃତ । ମୃତ ମହିଳା ଜଣକ ହେଲେ ଶରତ ସାହୁଙ୍କ ସ୍ତ୍ରୀ କୁମୁଦିନୀ ଶବର । ସ୍ୱାମୀର ଜୀବନ ବଞ୍ଚାଇବାକୁ ଯାଇ ମହିଳା ମୃତ । ଗୁଳିମାଡ଼ କରିଥିଲେ ଗ୍ରାମରକ୍ଷୀଙ୍କ ପୁଅ ନୀଳାମ୍ବର ସୁନା । ଦାଦାବଟି ନ ଦେବାରୁ ଗୁଳି କରି ମହିଳାଙ୍କୁ ହତ୍ୟା । କୋମନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି ।

nis-ad
Leave A Reply

Your email address will not be published.