ମହାପ୍ରଭୁଙ୍କୁ ଦର୍ଶନ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ପୁରୀ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତଙ୍କ ପୁରୀ ଗସ୍ତ  । ଏହି ଗସ୍ତ ଅବସରରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ ପୁରୀରେ ପହଁଚିବା ପରେ ଜିଲ୍ଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଓ ସେବାୟତ ନିଯୋଗ ପକ୍ଷରୁ ତାଙ୍କୁ ସ୍ବାଗତ କରାଯିବା ସହ ଶ୍ରୀମନ୍ଦିର ଭିତରକୁ‌ ପାଛୋଟି ନିଆଯାଇଥିଲା।‌ ମୁଖ୍ୟ ବିଚାରପତି ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।

nis-ad
Leave A Reply

Your email address will not be published.