ନୟାଗଡ଼ରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୁଳି କରି ହତ୍ୟା

ନୟାଗଡ଼: ନୟାଗଡ଼ରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୁଳିମାଡ଼ । ମୃତଦେହ ସହ ଘଟଣାସ୍ଥଳରୁ ଦେଶୀ ବନ୍ଧୁକ ଜବତ କରିଛି ପୋଲିସ । ମୃତକ ଜଣଙ୍କ ହେଲେ ଗଣିଆ ଥାନା ରାସଂଗ ଗ୍ରାମର ରଜତ ରାଉତ । ରାସଂଗ ପଞ୍ଚାୟତ ଗୋଛାବାରି ଗ୍ରାମର ତାରେନି ବେହେରା ଓ ସାଗର ବେହେରାଙ୍କ ସହ ରଜତଙ୍କ ବଚସା ହୋଇଥିଲା । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

nis-ad
Leave A Reply

Your email address will not be published.