ନୟାପଲ୍ଲୀରୁ ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଏକ ଘରୁ ମୃତଦେହ ଉଦ୍ଧାର ହୋଇଛି। ଯୁବତୀ ଜଣକ ହେଲେ କଳ୍ପନା ବାରିକ। ସେ ଢେଙ୍କାନାଳର ହୋଇଥିବା ବେଳେ ୨ ବର୍ଷ ହେଲା ଭୁବନେଶ୍ୱରରେ ରହୁଥିଲେ । ଏକ NGO ସଂସ୍ଥାରେ କେୟାରଟେକର ଭାବେ କାମ କରନ୍ତି । ଘଟଣାସ୍ଥଳରେ ନୟାପଲ୍ଲୀ ଥାନା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ବେକରେ ଓଢ଼ଣୀ ଲଗାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଛେଦ ପାଇଁ ପଠାଇଛି ପୋଲିସ ।

nis-ad
Leave A Reply

Your email address will not be published.