ମହାପ୍ରଭୁଙ୍କ ଦର୍ଶନ କଲେ ୫-ଟି ସଚିବ, ଶ୍ରୀମନ୍ଦିର ଉନ୍ନତି ମୂଳକ କାର୍ଯ୍ୟର କଲେ ସମୀକ୍ଷା

ପୁରୀ ୧୪/୧୦: ପୁରୀରେ ୫-ଟି ସଚିବ । ଆଜି ସକାଳୁ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ।‌

୫-ଟି ସଚିବ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା, ପାର୍ଶ୍ୱ ଦେବାଦେବୀ ଦର୍ଶନ ସହ ଶ୍ରୀମନ୍ଦିରର ଆଉ କଣ କଣ ଉନ୍ନତି ମୂଳକ କାର୍ଯ୍ୟ ହୋଇପାରିବ ସେନେଇ ସେ ଅନୁଧ୍ୟାନ କରିଥିବା ସୂଚନା ମିଳିଛି । ପରେ ୫-ଟି ସଚିବ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

nis-ad
Leave A Reply

Your email address will not be published.