INSରୁ ବାଲିଷ୍ଟିକ ମିସାଇଲ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ସାବଧାନ ଶତ୍ରୁ ପକ୍ଷ। ଏଣିକି ପଡୋଶୀ ଚୀନ୍ ଓ ପାକିସ୍ତାନକୁ ଚେକ୍ ଦେବାକୁ ଭାରତର ବଡ ପରୀକ୍ଷଣ ସଫଳ । ଆଇଏନ୍‌ଏସ୍ ଅରିହନ୍ତରୁ ବାଲିଷ୍ଟିକ ମିସାଇଲ୍‌ର ସଫଳ ପରୀକ୍ଷଣ ହୋଇଛି। ଏହି କ୍ଷେପଣାସ୍ତ୍ର ବଙ୍ଗୋପସାଗରେ ଏକ ନିର୍ଦ୍ଧାରିତ ଟାର୍ଗେଟକୁ ସଫଳତାର ସହ ଲକ୍ଷଭେଦ କରିଛି।

ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଭାରତର ଆଣବିକ ଶକ୍ତି କ୍ଷମତାକୁ ସଶକ୍ତ କରିବାକୁ ଏହା ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି।

nis-ad
Leave A Reply

Your email address will not be published.