ନବନିଯୁକ୍ତ ବ୍ୟାଙ୍କିଙ୍ଗ୍ ସହାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ

ଭୁବନେଶ୍ୱର: ନବନିଯୁକ୍ତ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ ।  କେନ୍ଦ୍ର ସମବାୟ ବ୍ୟାଙ୍କର ନବନିଯୁକ୍ତ ବ୍ୟାଙ୍କିଙ୍ଗ ସହାୟକ ଓ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ଅଧିକାରୀମାନଙ୍କୁ ଦିଗଦର୍ଶନ କାର୍ଯ୍ୟକ୍ରମ । ଏହା ସହିତ ପ୍ରାଥମିକ କୃଷିଋଣ ସମବାୟ ସମିତି କମ୍ପ୍ୟୁଟରୀକରଣର ଶୁଭାରମ୍ଭ ହୋଇଛି ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ  । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭିକେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ରହିଥିଲେ  । ନବ ନିଯୁକ୍ତ କର୍ମଚାରୀଙ୍କୁ କାର୍ଯ୍ୟ କ୍ଷେତ୍ରରେ ସତ ଓ ସେବାର କର୍ତ୍ତବ୍ୟ ସମ୍ବନ୍ଧରେ ଜ୍ଞାନ ପ୍ରଦାନ କରିଥିଲେ  ।

nis-ad
Leave A Reply

Your email address will not be published.