ଦୀପାବଳି ପୂର୍ବରୁ ଭୁବନେଶ୍ୱର ୟୁନିଟ୍‌-୧ ମାର୍କେଟରେ ରେଡ୍‌, ଲକ୍ଷାଧିକ ଟଙ୍କାର ବାଣ ଜବତ

ଭୁବନେଶ୍ୱର: ଦୀପାବଳି ପୂର୍ବରୁ ବାଣ ଦୋକାନରେ ଚଢାଉ । ଭୁବନେଶ୍ୱର ୟୁନିଟ୍‌-୧ ମାର୍କେଟରେ ରେଡ୍‌ କରିଛି କ୍ୟାପିଟଲ ଥାନା ପୋଲିସ । ବିନା ଅନୁମତିରେ ବେଆଇନ ବାଣ ବିକ୍ରି ହେଉଥିବା ଖବର ମିଳିବା ପରେ ଚଢଉ ହୋଇଛି । ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୋଲିସ୍ ।

nis-ad
Leave A Reply

Your email address will not be published.