ହାତୀ ମୃତ୍ୟୁ ସମ୍ପର୍କିତ ଜନସ୍ୱାର୍ଥ ମାମଲା, କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ, ୨୦/୧୦: ହାଇକୋର୍ଟରେ ହାତୀ ମୃତ୍ୟୁ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ହୋଇଛି । ଜେଟିଏସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି କୋର୍ଟ । ଏନେଇ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ସତ୍ୟପାଠ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

କାହିଁକି ହାତୀ ମୃତ୍ୟୁ ଉପରେ ରୋକ ଲାଗିପାରୁନି ବୋଲି ପ୍ରଶ୍ନ କରିଛନ୍ତି ହାଇକୋର୍ଟ । ଏବେ ସୁଦ୍ଧା, କେତେ ହାତୀ ଶିକାରୀ ଗିରଫ ହେଲେଣି ଏହି ସତ୍ୟପାଠ ଜରିଆରେ ଜଣାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

nis-ad
Leave A Reply

Your email address will not be published.