ଭଦ୍ରକ-ଖଡ଼ଗପୁର ମେମୁ ପାସେଞ୍ଜର ଟ୍ରେନରେ ନିଆଁ

ବାଲେଶ୍ୱର, ୨୦/୧୦: ଭଦ୍ରକ-ଖଡ଼ଗପୁର ମେମୁ ପାସେଞ୍ଜର ଟ୍ରେନରେ ପଛ ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି । ବହାନଗା ଷ୍ଟେସନରେ ଗାଡ଼ି ପହଁଚିବା ମାତ୍ରେ ନିଆଁ ଦେଖି ପାଇଲଟ ତୁରନ୍ତ ଏମର୍ଜେନ୍ସି ବ୍ରେକ ଦେଇଥିଲେ ।

ସଂଗେ ସଂଗେ ବହାନାଗା ଷ୍ଟେସନର କର୍ମଚାରୀ ନିଆଁ ଲିଭା ଗ୍ୟାସ ଦ୍ୱାରା ନିଆଁକୁ ଆୟତ୍ତ କରିଥିଲେ। ଏବେ ଷ୍ଟେସନରେ ଟ୍ରେନ ଛିଡ଼ା ହୋଇ ରହିଥିବା ଜଣାପଡ଼ିଛି ।

nis-ad
Leave A Reply

Your email address will not be published.