ସୂର୍ଯ୍ୟପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତା ୨୫ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଏହି ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।

ଏ ନେଇ ଆସନ୍ତ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ, କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ ଇନଷ୍ଟିଚ୍ୟୁସନ ବନ୍ଦ ରହିବ ।

nis-ad
Leave A Reply

Your email address will not be published.