ନଭେମ୍ବର ୨୪ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର ୦୩।୧୧ : ଚଳିତ ମାସ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୪ରୁ ଆରମ୍ଭ ଏହା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିବ ବୋଲି ଜଣାପଡିଛି ।

ତେବେ ଏହି ଅଧିବେଶନର ପ୍ରଥମ ଦିନ ଅତିରିକ୍ତ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭା ପରିଚାଳନା ପାଇଁ ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାପାରନ୍ତି ବାଚସ୍ପତି ।

nis-ad
Leave A Reply

Your email address will not be published.