ହାତୀ ଆକ୍ରମଣରେ ୨ ଶିଶୁ ମୃତ, ବର୍ତ୍ତିଗଲେ ବାପା ଓ ମାଆ

ଝାରସୁଗୁଡା: ଝାରସୁଗୁଡା କିରମୀରା ବ୍ଳକର ଭଅଁରା ଗାଁରେ ଅଘଟଣ। ରାତିରେ ଶୋଇଥିବା ସମୟରେ ଘରେ ପଶିଗଲା ହାତୀ। ହାତୀ ଆକ୍ରମଣରେ ଉଭୟ ସ୍ବାମୀ, ସ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଦୁଇ ଶିଶୁଙ୍କ ମୃତ୍ଯୁ ହୋଇଥିବା ସୂଚନା ମିଳିଛି। ଆହତ ସ୍ବାମୀ ଓ ସ୍ତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

nis-ad
Leave A Reply

Your email address will not be published.