ରାଜଧାନୀରେ ଯୁବତୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ୧୧/୧୧: ରାଜଧାନୀରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା । ଖଣ୍ଡଗିରି ଥାନ ଅଧୀନରେ ଥିବା ଏକ ହଷ୍ଟେଲରେ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ବେକରେ ଗାମୁଛା ଲଗାଇ ଝୁଲି ପଡିଛନ୍ତି ଯୁବତୀ ।

ମୃତ ଯୁବତୀ ଜଣକ ହେଉଛନ୍ତି ପୁରୀ ଜିଲା ତିରିପଦା ଗଡ଼ର ଦୀପ୍ତି ପାଣି । ସେ ଖଣ୍ଡଗିରି ବାରଭୁଜାରେ ଏକ ଘରୋଇ କମ୍ପାନୀରେ ଚାକିରୀ କରିଥିଲେ । ତେବେ କଣ ପାଇଁ ସେ ଏପରି ପଦକ୍ଷେପ ନେଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି । ଘଟଣା ସ୍ଥଳରେ ପୋଲିସ ପହଂଚି ଛାନଭିନ୍ ଆରମ୍ଭ କରିଛି । ତେବେ ଘଟଣା ସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.